ଯୋହନ 20:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେହି ଦିନ, ଅର୍ଥାତ୍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” Gade chapit laପବିତ୍ର ବାଇବଲ (Re-edited) - (BSI)19 ସେହିଦିନ, ଅର୍ଥାତ୍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ଵାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ। Gade chapit laଓଡିଆ ବାଇବେଲ19 ସେହି ଦିନ, ଅର୍ଥାତ୍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୂଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ । Gade chapit laପବିତ୍ର ବାଇବଲ (CL) NT (BSI)19 ସେହି ରବିବାର ଦିନ ସନ୍ଧ୍ୟାବେଳେ ଶିଷ୍ୟମାନେ ଇହୁଦୀ କର୍ତ୍ତୃପକ୍ଷମାନଙ୍କ ଭୟରେ ଗୋଟିଏ ରୁଦ୍ଧ କୋଠରୀରେ ଏକତ୍ରିତ ହୋଇଥିଲେ। ହଠାତ୍ ଯୀଶୁ ସେମାନଙ୍କ ମଧ୍ୟରେ ଆସି ଠିଆ ହେଲେ। “ତୁମ୍ଭମାନଙ୍କର ଶାନ୍ତି ହେଉ”, Gade chapit laପବିତ୍ର ବାଇବଲ19 ସେଦିନ ରବିବାର ଥିଲା। ସନ୍ଧ୍ୟାରେ ସବୁ ଶିଷ୍ୟମାନେ ଏକାଠି ହେଲେ। ଯିହୂଦୀ ନେତାମାନଙ୍କ ଭୟରେ ଶିଷ୍ୟମାନେ ଘରର ସବୁ କବାଟ ବନ୍ଦ କରିଦେଇଥିଲେ। ତା'ପରେ ଯୀଶୁ ଆସି ସେମାନଙ୍କ ମଧ୍ୟରେ ଠିଆ ହୋଇ ସେ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” Gade chapit la |