Biblia Todo Logo
Bib sou entènèt

- Piblisite -




ଯୋହନ 20:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ। ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ। ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

20 ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ । ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 କହି ଯୀଶୁ ତାଙ୍କର ହାତ ଓ ପାଶ୍ୱର୍ଦେଶ ଦେଖାଇଲେ। ପ୍ରଭୁଙ୍କୁ ଦେଖି ଶିଷ୍ୟମାନେ ଆନନ୍ଦରେ ଅଧୀର ହୋଇ ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ

20 ଯୀଶୁ ଏ କଥା କହିବା ପରେ ଶିଷ୍ୟମାନଙ୍କୁ ତାହାଙ୍କ ହାତ ଗୋଡ଼ ଦେଖାଇଲେ। ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଅତ୍ୟନ୍ତ ଖୁସୀ ହେଲେ।

Gade chapit la Kopi




ଯୋହନ 20:20
9 Referans Kwoze  

ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।


ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।


ପରେ ସେ ଥୋମାଙ୍କୁ କହିଲେ, “ଏଆଡ଼େ ତୁମ୍ଭର ଅଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ।”


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।


କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍‍କ୍ଷଣାତ୍‍ ରକ୍ତ ଓ ଜଳ ବାହାର ହେଲା।


ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ।


ଅତଏବ, ଅନ୍ୟ ଶିଷ୍ୟମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ। କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହିସବୁ ସ୍ଥାନରେ ମୋହର ଅଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ।


Swiv nou:

Piblisite


Piblisite