ଯୋହନ 20:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)21 ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି। Gade chapit laଓଡିଆ ବାଇବେଲ21 ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)21 ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ, ପିତା ଈଶ୍ୱକର ମୋତେ ଯେପରି ପଠାଇଥିଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହିପରି ପ୍ରେରଣ କରୁଛି।” Gade chapit laପବିତ୍ର ବାଇବଲ21 ଯୀଶୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ। ମୋତେ ପରମପିତା ଯେପରି ପଠାଇଥିଲେ, ମୁଁ ସେହିପରି ତୁମ୍ଭକୁ ବର୍ତ୍ତମାନ ପଠାଉଛି।” Gade chapit la |