Biblia Todo Logo
Bib sou entènèt

- Piblisite -




ଯୋହନ 20:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

23 ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ତୁମ୍ଭେମାନେ ମନୁଷ୍ୟମାନଙ୍କର ପାପ କ୍ଷମା କଲେ, ଈଶ୍ୱର ମଧ୍ୟ ସେମାନଙ୍କୁ କ୍ଷମା କରିବେ। ଯାହାକୁ ତୁମ୍ଭେମାନେ କ୍ଷମା କରିବ ନାହିଁ, ସେ କ୍ଷମା ପାଇବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

23 ଯଦି ତୁମ୍ଭେ ଲୋକମାନଙ୍କର ପାପ କ୍ଷମା କରିବ ତେବେ ସେମାନଙ୍କର ପାପ କ୍ଷମା କରାହେବ। ଯଦି ତୁମ୍ଭେ ଲୋକମାନଙ୍କର ପାପ କ୍ଷମା କରିବ ନାହିଁ, ତେବେ ସେମାନଙ୍କର ପାପ କ୍ଷମା କରାହେବ ନାହିଁ।”

Gade chapit la Kopi




ଯୋହନ 20:23
11 Referans Kwoze  

ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହିସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହିସବୁ ମୁକ୍ତ ରହିବ।


ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର ଚାବି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ।”


ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍‌ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ବର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି।


ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।


ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।


ଅର୍ଥାତ୍‍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ,


ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର;


ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, “ପବିତ୍ର ଆତ୍ମାଙ୍କୁ ଗ୍ରହଣ କର।


Swiv nou:

Piblisite


Piblisite