Biblia Todo Logo
Bib sou entènèt

- Piblisite -




ଯୋହନ 20:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ଵାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

24 କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଯୀଶୁ ଶିଷ୍ୟମାନଙ୍କୁ ଦର୍ଶନ ଦେବାବେଳେ ଦ୍ୱାଦଶ ଶିଷ୍ୟମାନଙ୍କ ମଧ୍ୟରୁ ଥୋମା (ଯାହାଙ୍କର ଅନ୍ୟ ନାମ “ଯମଜ”) ଉପସ୍ଥିତ ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

24 ଥୋମା ଯାହାଙ୍କୁ ଦିଦୁମ କୁହାଯାଉଥିଲା, ଯୀଶୁ ଆସିଲା ବେଳେ ଶିଷ୍ୟମାନଙ୍କ ସହିତ ନ ଥିଲା। ସେ ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଥିଲା।

Gade chapit la Kopi




ଯୋହନ 20:24
9 Referans Kwoze  

ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା।


ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।


ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ।


ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ?


ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,


କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।”


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ କଅଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।”


ସେ ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଲେ, କାରଣ ସେ ଦ୍ୱାଦଶଙ୍କ ମଧ୍ୟରେ ଜଣେ, ଆଉ ସେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା।


Swiv nou:

Piblisite


Piblisite