ଯୋହନ 20:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” Gade chapit laପବିତ୍ର ବାଇବଲ (Re-edited) - (BSI)26 ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ଵାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ। Gade chapit laଓଡିଆ ବାଇବେଲ26 ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ । ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ । Gade chapit laପବିତ୍ର ବାଇବଲ (CL) NT (BSI)26 ପୁନର୍ବାର ଏହାର ସପ୍ତାହକ ପରେ, ଶିଷ୍ୟମାନେ ଘର ଭିତରେ ଏକାଠି ଥିଲେ ଏବଂ ଥୋମା ସେମାନଙ୍କ ସହିତ ଥିଲେ। କବାଟଗୁଡ଼ିକ ବନ୍ଦ ହୋଇଥିଲା। କିନ୍ତୁ ଯୀଶୁ ଆସି ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ: “ତୁମ୍ଭମାନଙ୍କର ଶାନ୍ତି ହେଉ।” Gade chapit laପବିତ୍ର ବାଇବଲ26 ଗୋଟିଏ ସପ୍ତାହ ପରେ ଶିଷ୍ୟମାନେ ପୁଣି ଘର ଭିତରେ ଥିଲେ। ଥୋମା ସେମାନଙ୍କ ସହିତ ଥିଲେ। କବାଟରେ ତାଲା ପଡ଼ିଥିଲା। କିନ୍ତୁ ଯୀଶୁ ଆସି ସେମାନଙ୍କ ମଧ୍ୟରେ ଠିଆ ହେଲେ। ସେ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” Gade chapit la |