ଯୋହନ 20:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)4 ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ, Gade chapit laଓଡିଆ ବାଇବେଲ4 ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ, Gade chapit laପବିତ୍ର ବାଇବଲ (CL) NT (BSI)4 ଅନ୍ୟ ଶିଷ୍ୟଟି ପିତରଙ୍କଠାରୁ ଅଧିକ ଦ୍ରୂତଗତିରେ ଯାଇ ସମାଧି ପାଖରେ ପ୍ରଥମେ ପହଞ୍ଚିଲେ। Gade chapit laପବିତ୍ର ବାଇବଲ4 ସେମାନେ ଦୁହେଁ ଦୌଡ଼ୁଥିଲେ, କିନ୍ତୁ ପିତରଙ୍କଠାରୁ ଅନ୍ୟ ଶିଷ୍ୟଜଣକ ଜୋର୍ରେ ଦୌଡ଼ୁଥିଲେ। ତେଣୁ ସେ ପ୍ରଥମେ କବର ପାଖରେ ପହଞ୍ଚିଲେ। Gade chapit la |