Biblia Todo Logo
Bib sou entènèt

- Piblisite -




ଯୋହନ 20:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପରେ ଶିମୋନ ପିତର ମଧ୍ୟ ତାହାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ସୂକ୍ଷ୍ମ ବସ୍ତ୍ରଗୁଡ଼ିକ ପଡ଼ିଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପରେ ଶିମୋନ ପିତର ମଧ୍ୟ ତାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ଲୁଗାଗୁଡ଼ିକ ପଡ଼ିଅଛି,

Gade chapit la Kopi

ଓଡିଆ ବାଇବେଲ

6 ପରେ ଶିମୋନ ପିତର ମଧ୍ୟ ତାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ଲୁଗାଗୁଡ଼ିକ ପଡ଼ିଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ତାଙ୍କ ପଛେ ପଛେ ଶିମୋନ ପିତର ଆସି ସିଧା କବର ଭିତରେ ପଶିଗଲେ। ସେ ଦେଖିଲେ, ଯୀଶୁଙ୍କ ଶରୀରରେ ଗୁଡ଼ା ହୋଇଥିବା ଲୁଗା ସେହିପରି ଗୋଟିଏ ପାଖରେ ପଡ଼ିଛି

Gade chapit la Kopi

ପବିତ୍ର ବାଇବଲ

6 ତା'ପରେ ତାହାଙ୍କ ପଛରେ ଶିମୋନ ପିତର ଆସି ପହଞ୍ଚିଲେ। ପିତର କବର ଭିତରକୁ ଗଲେ ଏବଂ ସେ ମଧ୍ୟ ସେଠାରେ ପତଳା ଆଚ୍ଛାଦନ ବସ୍ତ୍ର ପଡ଼ିଥିବାର ଦେଖିଲେ।

Gade chapit la Kopi




ଯୋହନ 20:6
9 Referans Kwoze  

ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;


ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କଅଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ।


ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ସୂକ୍ଷ୍ମ ବସ୍ତ୍ର ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ।


ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି।


Swiv nou:

Piblisite


Piblisite