ଯୋହନ 20:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି ତାହାଙ୍କ ମୁଣ୍ତରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି। Gade chapit laଓଡିଆ ବାଇବେଲ7 ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି । Gade chapit laପବିତ୍ର ବାଇବଲ (CL) NT (BSI)7 ଓ ତାଙ୍କ ମୁଣ୍ଡରେ ବନ୍ଧାଯାଇଥିବା କନା ଖଣ୍ଡକ ମଧ୍ୟ ସେହିପରି ଅଲଗା ସ୍ଥାନରେ ରହିଛି। Gade chapit laପବିତ୍ର ବାଇବଲ7 ଯେଉଁ ଲୁଗାଟି ଯୀଶୁଙ୍କ ମୁଣ୍ଡରେ ଗୁଡ଼ା ହୋଇଥିଲା ତାହା ସେ ଦେଖିଲେ। ତାହା ପତଳା ବସ୍ତ୍ର ପାଖରେ ନ ଥାଇ ଅଲଗା ଜାଗାରେ ଗୁଡ଼େଇ ହୋଇ ପଡ଼ିଥିଲା। ପତଳା ଆଚ୍ଛାଦନ ବସ୍ତ୍ର ସହିତ ତାହା ପଡ଼ି ନ ଥିଲା। Gade chapit la |