ଯୋହନ 20:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ; Gade chapit laପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ଵାସ କଲେ; Gade chapit laଓଡିଆ ବାଇବେଲ8 ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ; Gade chapit laପବିତ୍ର ବାଇବଲ (CL) NT (BSI)8 ଏହା ପରେ ଅନ୍ୟ ଶିଷ୍ୟଟି ସମାଧି ଭିତରକୁ ଯାଇ ଏସବୁ ଦେଖି ବିଶ୍ୱାସ କଲା। ( Gade chapit laପବିତ୍ର ବାଇବଲ8 ଏହା ପରେ ଅନ୍ୟଶିଷ୍ୟ ଜଣକ ମଧ୍ୟ ଭିତରକୁ ଗଲେ, ସେହି ଶିଷ୍ୟ ଜଣକ କବର ପାଖରେ ଆଗ ପହଞ୍ଚିଲେ। ସେ ସମସ୍ତ ଘଟଣା ଦେଖିଲେ ଓ ବିଶ୍ୱାସ କଲେ। Gade chapit la |