ଯୋହନ 21:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯୀଶୁ ତିବିରୀୟା ହ୍ରଦର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ; Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ଯୀଶୁ ତିବିରୀୟା ସମୁଦ୍ର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ; Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଯୀଶୁ ତିବିରୀୟା ସମୁଦ୍ରକୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ । ସେ ଏହି ପ୍ରକାରେ ଦର୍ଶନ ଦେଲେ; Gade chapit laପବିତ୍ର ବାଇବଲ (CL) NT (BSI)1 ଏହା ପରେ ତିବିରିଆ ହ୍ରଦ କୂଳରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଆଉ ଥରେ ଦର୍ଶନ ଦେଲେ। Gade chapit laପବିତ୍ର ବାଇବଲ1 ତା'ପରେ ଯୀଶୁ ନିଜକୁ ଶିଷ୍ୟମାନଙ୍କ ଆଗରେ ଦେଖା ଦେଲେ। ସେ ତିବିରିଆ ହ୍ରଦ ଗାଲିଲୀ କୂଳରେ ସେମାନଙ୍କୁ ଦେଖାଦେଇଥିଲେ। ସେ ଏହିପରି ଭାବରେ ଦର୍ଶନ ଦେଇଥିଲେ: Gade chapit la |