ଯୋହନ 21:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଶିମୋନ ପିତର ଯାଇ ଏକଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣିଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ତିଲା ନାହିଁ। Gade chapit laଓଡିଆ ବାଇବେଲ11 ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)11 ପିତର ଫେରିଯାଇ ମାଛରେ ପୂର୍ଣ୍ଣ ଜାଲଟିକୁ ଟାଣି ଆଣିଲେ। ସେଥିରେ ଥିଲା, ଶହେ ତେପନଟି ବଡ଼ ମାଛ। ଏତେ ମାଛର ଓଜନ ସତ୍ତେ୍ୱ ଜାଲ ଛିଣ୍ଡିଯାଇ ନ ଥିଲା। Gade chapit laପବିତ୍ର ବାଇବଲ11 ଶିମୋନ ପିତର ନୌକା ଭିତରକୁ ଗଲେ ଓ ଜାଲ କୂଳକୁ ଟାଣିଲେ। ଏହା ବଡ଼ ବଡ଼ ମାଛରେ ପୂର୍ଣ୍ଣ ଥିଲା। ସେଥିରେ 153ଟି ମାଛ ଥିଲା। ମାଛଗୁଡ଼ିକ ବହୁତ ଓଜନିଆ ଥିଲା କିନ୍ତୁ ଜାଲ ଛିଣ୍ଡି ନ ଥିଲା। Gade chapit la |