ଯୋହନ 21:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଯୀଶୁ ଆସି ରୋଟୀ ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ। Gade chapit laଓଡିଆ ବାଇବେଲ13 ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ । Gade chapit laପବିତ୍ର ବାଇବଲ (CL) NT (BSI)13 ଯୀଶୁ ସେମାନଙ୍କ ନିକଟକୁ ଆସି ରୁଟି ଓ ମାଛ ପରିବେଷଣ କଲେ। Gade chapit laପବିତ୍ର ବାଇବଲ13 ଯୀଶୁ ଖାଦ୍ୟ ନିକଟକୁ ଆସି ରୋଟୀ ଘେନି ସେମାନଙ୍କୁ ଦେଲେ। ସେ ସେମାନଙ୍କୁ ମାଛ ମଧ୍ୟ ଦେଲେ। Gade chapit la |