ଯୋହନ 21:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ। Gade chapit laପବିତ୍ର ବାଇବଲ (Re-edited) - (BSI)17 ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ। Gade chapit laଓଡିଆ ବାଇବେଲ17 ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ । Gade chapit laପବିତ୍ର ବାଇବଲ (CL) NT (BSI)17 ଯୀଶୁ ଶିମୋନଙ୍କୁ ତୃତୀୟ ଥର ପଚାରିଲେ, “ଯୋହନଙ୍କ ପୁତ୍ର ଶିମୋନ, ତୁମେ ମୋତେ ସ୍ନେହ କରୁଛ?” ଏଥିରେ ପିତର ଦୁଃଖିତ ହେଲେ। କାରଣ ଯୀଶୁ ତାଙ୍କୁ ତୃତୀୟ ଥର ପଚାରିଲେ, “ତୁମେ ମୋତେ ସ୍ନେହ କରୁଛ?” ସେ କହିଲେ, “ପ୍ରଭୁ, ଆପଣ ସବୁ ଜାଣନ୍ତି- ମୁଁ ଯେ ଆପଣଙ୍କୁ ସ୍ନେହ କରେ, ଆପଣ ତାହା ଜାଣନ୍ତି।” ଯୀଶୁ ତାଙ୍କୁ କହିଲେ, “ମୋର ମେଷମାନଙ୍କର ଯତ୍ନ ନିଅ। Gade chapit laପବିତ୍ର ବାଇବଲ17 ପୁଣି ତୃତୀୟ ଥର ସେ ତାହାଙ୍କୁ ପଗ୍ଭରିଲେ, “ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ ମୋତେ ପ୍ରେମ କର କି?” ପିତର ଦୁଃଖିତ ହେଲେ, ଯେହେତୁ ଯୀଶୁ ତାହାଙ୍କୁ ତିନିଥର ସେହି କଥା ପଗ୍ଭରିଲେ, “ମୋତେ ପ୍ରେମ କର କି?” ପିତର କହିଲେ, “ପ୍ରଭୁ, ଆପଣ ସବୁ ଜାଣିଛନ୍ତି। ମୁଁ ଆପଣଙ୍କୁ ପ୍ରେମ କରେ ବୋଲି ଆପଣ ଜାଣନ୍ତି।” ଯୀଶୁ ପିତରଙ୍କୁ କହିଲେ, “ମୋ’ ମେଷମାନଙ୍କୁ ଚରାଅ। Gade chapit la |