ଯୋହନ 21:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।” Gade chapit laପବିତ୍ର ବାଇବଲ (Re-edited) - (BSI)18 ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟୀ ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟୀବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ। Gade chapit laଓଡିଆ ବାଇବେଲ18 ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ । Gade chapit laପବିତ୍ର ବାଇବଲ (CL) NT (BSI)18 ମୁଁ ସତ୍ୟ କହୁଛି, ତୁମେ ଯୁବକ ଥିବା ସମୟରେ ତୁମ ଇଚ୍ଛା ଅନୁସାରେ ଯେକୌଣସି ସ୍ଥାନକୁ ଅଣ୍ଟା ଭିଡ଼ି ଚାଲି ଯାଉଥିଲ। କିନ୍ତୁ ତୁମେ ବୃଦ୍ଧ ହେଲେ, କେବଳ ହାତ ଟେକିବ ଓ ଅନ୍ୟ ଜଣେ ତୁମର କଟି ବନ୍ଧନ କରି ତୁମ ଇଚ୍ଛା ବିରୁଦ୍ଧରେ କୌଣସି ସ୍ଥାନକୁ ନେଇଯିବ। Gade chapit laପବିତ୍ର ବାଇବଲ18 ମୁଁ ତୁମ୍ଭକୁ ସତ୍ୟ କହୁଛି ତୁମ୍ଭେ ଯେତେବେଳେ ଯୁବକ ଥିଲ, ସେତେବେଳେ ତୁମ୍ଭେ ଅଣ୍ଟାରେ ନିଜଲୁଗା ଭିଡ଼ି ଇଚ୍ଛାନୁସାରେ ଯେକୌଣସି ସ୍ଥାନକୁ ଯାଉଥିଲ। ମାତ୍ର ବୃଦ୍ଧ ବୟସରେ ତୁମ୍ଭେ ହାତ ବଢ଼ାଇବ ଓ ଯେଉଁଆଡ଼େ ତୁମ୍ଭର ଯିବାକୁ ଇଚ୍ଛା ନ ଥିବ, ସେହିଠାକୁ ଅନ୍ୟମାନେ ତୁମ୍ଭକୁ ନେଇଯିବେ।” Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।