ଯୋହନ 21:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ , ଜେବଦିଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ। Gade chapit laଓଡିଆ ବାଇବେଲ2 ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)2 ସେତେବେଳେ ସେଠାରେ ଶିମୋନ ପିତର, ଥୋମା (ଯାହାଙ୍କର ଅନ୍ୟ ନାମ ଯମଜ), ଗାଲିଲୀର କାନ୍ନା ସହର ନିବାସୀ ନିଥେନିୟଲ, ଜେବଦୀଙ୍କ ଦୁଇ ପୁତ୍ର, ପୁଣି ଅନ୍ୟ ଦୁଇ ଜଣ ଶିଷ୍ୟ ଉପସ୍ଥିତ ଥିଲେ। Gade chapit laପବିତ୍ର ବାଇବଲ2 ଯୀଶୁଙ୍କର କେତେକ ଶିଷ୍ୟ ଏକତ୍ର ହୋଇଥିଲେ, ସେମାନେ ହେଲେ ଶିମୋନ ପିତର, ଥୋମା, (ଡାକନାମ ଦିଦୁମ)। ଗାଲିଲୀର କାନ୍ନା ନିବାସୀ ନିଥନିୟେଲ, ଜେବଦୀର ପୁତ୍ରମାନେ ଓ ଦୁଇଜଣ ଅନ୍ୟ ଶିଷ୍ୟ। Gade chapit la |