Biblia Todo Logo
Bib sou entènèt

- Piblisite -




ଯୋହନ 21:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୋ, ଆପଣଙ୍କୁ କିଏ ଶତ୍ରୁହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

20 ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ପିତର ବୁଲିପଡ଼ି ପଛରେ ଯୀଶୁଙ୍କ ପ୍ରିୟ ଶିଷ୍ୟଙ୍କୁ ଦେଖିଲେ। (ଏହି ଶିଷ୍ୟଟି ଦିନେ ଯୀଶୁଙ୍କ ଉପରକୁ ଆଉଜି ପଡ଼ି ପଚାରିଥିଲା, “ପ୍ରଭୁ, ଆପଣଙ୍କ ପ୍ରତି କିଏ ବିଶ୍ୱାସଘାତକତା କରିବ?”)

Gade chapit la Kopi

ପବିତ୍ର ବାଇବଲ

20 ପିତର ବୁଲି ପଡ଼ି ଦେଖିଲେ ଯେ ଯେଉଁ ଶିଷ୍ୟଙ୍କୁ ଯୀଶୁ ପ୍ରେମ କରୁଥିଲେ, ସେ ସେମାନଙ୍କ ଅନୁଗମନ କରୁଛନ୍ତି। (ସେହି ରାତ୍ରି ଭୋଜନ ବେଳେ, ସେହି ଶିଷ୍ୟ ଯୀଶୁଙ୍କ ଶରୀରରେ ଆଉଜି ପଡ଼ି, ପଗ୍ଭରି ଥିଲେ, “ପ୍ରଭୁ, ଆମ୍ଭ ଭିତରୁ କିଏ ଆପଣଙ୍କ ବିରୁଦ୍ଧରେ ଯିବ?”)

Gade chapit la Kopi




ଯୋହନ 21:20
6 Referans Kwoze  

ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;


ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ।


ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ।


ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”


ପିତର ତାହାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କଅଣ?


Swiv nou:

Piblisite


Piblisite