ଯୋହନ 21:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।” Gade chapit laପବିତ୍ର ବାଇବଲ (Re-edited) - (BSI)22 ଯୀଶୁ ତାଙ୍କୁ କହିଲେ, ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ। Gade chapit laଓଡିଆ ବାଇବେଲ22 ଯୀଶୁ ତାଙ୍କୁ କହିଲେ, ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କ'ଣ ଅଛି ? ତୁମ୍ଭେ ମୋହର ଅନୁଗାମୀ ହୁଅ । Gade chapit laପବିତ୍ର ବାଇବଲ (CL) NT (BSI)22 ଯୀଶୁ ଉତ୍ତର ଦେଲେ, “ଯଦି ମୁଁ ଇଚ୍ଛା କରେ; ମୋର ପୁନରାଗମନ ପର୍ଯ୍ୟନ୍ତ ସେ ବଞ୍ଚି ରହୁ, ସେଥିରେ ତୁମର କ’ଣ ଅଛି? ତୁମେ ମୋର ଅନୁଗମନ କର।” Gade chapit laପବିତ୍ର ବାଇବଲ22 ଯୀଶୁ ଉତ୍ତର ଦେଲେ, “ମୋର ପୁନରାଗମନ ସମୟ ପର୍ଯ୍ୟନ୍ତ ସେ ବଞ୍ଚି ରହୁ ବୋଲି ଯଦି ମୁଁ ଇଚ୍ଛାକରେ, ତେବେ ସେଥିରେ ତୁମ୍ଭର କ'ଣ ଅଛି? ତୁମ୍ଭେ ମୋର ଅନୁଗମନ କର।” Gade chapit la |