ଯୋହନ 21:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାହାଙ୍କୁ କହି ନ ଥିଲେ, “କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି” ବୋଲି କହିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାଙ୍କୁ କହି ନ ଥିଲେ, କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି ବୋଲି କହିଥିଲେ। Gade chapit laଓଡିଆ ବାଇବେଲ23 ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାଙ୍କୁ କହି ନ ଥିଲେ, କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କ'ଣ ଅଛି ବୋଲି କହିଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)23 ଏଣୁ ଯୀଶୁଙ୍କ ଅନୁଗାମୀମାନଙ୍କ ମଧ୍ୟରେ ଗୋଟିଏ ଧାରଣା ଜନ୍ମିଲା ଯେ ସେହି ଶିଷ୍ୟ କେବେ ମରିବ ନାହିଁ। କିନ୍ତୁ ସେ ମରିବ ନାହିଁ ବୋଲି ଯୀଶୁ କହି ନ ଥିଲେ। ସେ କେବଳ କହିଥିଲେ, “ମୋର ପୁନରାଗମନ ପର୍ଯ୍ୟନ୍ତ ସେ ବଞ୍ଚି ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ସେଥିରେ ତୁମର କ’ଣ ଅଛି।” Gade chapit laପବିତ୍ର ବାଇବଲ23 ତେଣୁ ଭାଇମାନଙ୍କ ମଧ୍ୟରେ ଗୋଟିଏ କଥା ପ୍ରଗ୍ଭରିତ ହେଲା। ସେମାନେ କହୁଥିଲେ ଯେ, ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଛନ୍ତି, ସେହି ଶିଷ୍ୟ ମରିବେ ନାହିଁ। କିନ୍ତୁ ଯୀଶୁ ଏ କଥା କହି ନ ଥିଲେ ଯେ, ସେ ମରିବ ନାହିଁ। ସେ କେବଳ କହିଲେ, “ମୋର ପୁନରାଗମନ ସମୟ ପର୍ଯ୍ୟନ୍ତ ସେ ବଞ୍ଚି ରହୁ ବୋଲି ଯଦି ମୁଁ ଇଚ୍ଛାକରେ, ତେବେ ସେଥିରେ ତୁମ୍ଭର କ'ଣ ଅଛି?” Gade chapit la |