Biblia Todo Logo
Bib sou entènèt

- Piblisite -




ଯୋହନ 21:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ସେମାନଙ୍କୁ କହିଲେ, “ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ।” ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ସେମାନଙ୍କୁ କହିଲେ, ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ। ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ସେ ସେମାନଙ୍କୁ କହିଲେ, ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ । ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଯୀଶୁ ସେମାନଙ୍କୁ କହିଲେ, “ଡଙ୍ଗାର ଡାହାଣ ପାଖରେ ଜାଲ ପକାଅ, ନିଶ୍ଚୟ କିଛି ଧରିବ।” ସେମାନେ ସେହି ପଟେ ଜାଲ ପକାଇଲେ ଏବଂ ଏଥର ଏତେ ମାଛ ପଡ଼ିଲା ଯେ ସେମାନେ ସହଜରେ ଜାଲଟିକୁ ଟାଣି ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 ଯୀଶୁ କହିଲେ, “ତୁମ୍ଭର ଜାଲ ନୌକାର ଡାହାଣ ପଟ ପାଣିରେ ପକାଅ। ତୁମ୍ଭେ ସେଠାରେ ମାଛ ପାଇବ।” ଶିଷ୍ୟମାନେ ସେହିପରି କଲେ। ସେମାନେ ଏତେ ମାଛ ଧରିଲେ ଯେ, ସେମାନେ ଜାଲକୁ ନୌକା ପର୍ଯ୍ୟନ୍ତ ଟାଣି ପାରିଲେ ନାହିଁ।

Gade chapit la Kopi




ଯୋହନ 21:6
8 Referans Kwoze  

ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।


ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।


ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର।


ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।”


ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।


ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍‍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।


Swiv nou:

Piblisite


Piblisite