ଯୋହନ 21:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଅନ୍ୟ ଶିଷ୍ୟମାନେ ନୌକାରେ ଭର୍ତ୍ତି ହୋଇଥିବା ମାଛର ଜାଲ ଟାଣି ଟାଣି ନୌକାକୁ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଅନ୍ୟ ଶିଷ୍ୟମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଟାଣି ଟାଣି ସାନ ନାହାରେ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇଶହ ହାତ ଦୂରରେ ଥିଲେ। Gade chapit laଓଡିଆ ବାଇବେଲ8 କିନ୍ତୁ ଅନ୍ୟ ଶିଷ୍ୟମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଟାଣି ଟାଣି ସାନ ନାଆରେ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)8 ଅନ୍ୟ ଶିଷ୍ୟମାନେ ମାଛରେ ପୂର୍ଣ୍ଣ ହୋଇଥିବା ଜାଲ ଟାଣି ଟାଣି ଡଙ୍ଗାକୁ କୂଳରେ ଲଗାଇଲେ। କୂଳରୁ ସେମାନେ ବେଶୀ ଦୂରରେ ନ ଥିଲେ। କେବଳ ଦୁଇ ଶହ ହାତ ଭିତରକୁ ଯାଇଥିଲେ। Gade chapit laପବିତ୍ର ବାଇବଲ8 ଅନ୍ୟ ଶିଷ୍ୟମାନେ ନୌକାରେ କୂଳକୁ ଗଲେ। ସେମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଭିଡ଼ିଲେ। ସେମାନେ କୂଳରୁ ବେଶୀ ଦୂରରେ ନ ଥିଲେ, ଦୂରତ୍ୱ ପ୍ରାୟ ନବେ ମିଟର ଥିଲା। Gade chapit la |