ଯୋହନ 21:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନେ କୂଳରେ ଓହ୍ଲାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେମାନେ କୂଳରେ ଓହ୍ଳାଇ ସେଠାରେ ଅଙ୍ଗାରର ନିଆଁ, ପୁଣି ତାହା ଉପରେ ଭଜା ମାଛ ଓ ରୋଟୀ ଥୁଆ ହୋଇଥିବା ଦେଖିଲେ। Gade chapit laଓଡିଆ ବାଇବେଲ9 ସେମାନେ କୂଳରେ ଓହ୍ଳାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ । Gade chapit laପବିତ୍ର ବାଇବଲ (CL) NT (BSI)9 କୂଳରେ ପହଞ୍ଚି ସେମାନେ ଦେଖିଲେ, ଜଳନ୍ତା ଅଙ୍ଗାର ଉପରେ କିଛି ମାଛ ଓ ପାଖରେ କେତେ ଖଣ୍ଡ ରୁଟି ରହିଛି। Gade chapit laପବିତ୍ର ବାଇବଲ9 ଶିଷ୍ୟମାନେ ଯେତେବେଳେ ନୌକାରୁ ବାହାରି କୂଳରେ ପହଞ୍ଚିଲେ, ସେମାନେ ସେତେବେଳେ ରଡ଼ନିଆଁ ଜଳୁଥିବାର ଦେଖିଲେ। ସେଠାରେ ନିଆଁ ଉପରେ ମାଛ ଥିଲା, ଓ କିଛି ରୋଟୀ ମଧ୍ୟ ଥିଲା। Gade chapit la |