Biblia Todo Logo
Bib sou entènèt

- Piblisite -




ଯୋହନ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୁଦୀମାନଙ୍କର ଜଣେ ନେତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୁଦୀମାନଙ୍କର ଜଣେ ନେତା।

Gade chapit la Kopi

ଓଡିଆ ବାଇବେଲ

1 ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୂଦୀମାନଙ୍କର ଜଣେ ନେତା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଫାରୁଶୀମାନଙ୍କ ମଧ୍ୟରେ ନିକଦୀମ ନାମକ ଜଣେ ଇହୁଦୀ ନେତା ଥିଲେ।

Gade chapit la Kopi

ପବିତ୍ର ବାଇବଲ

1 ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ। ସେ ଜଣେ ଫାରୂଶୀ ଥିଲେ। ସେ ଯିହୂଦୀମାନଙ୍କର ଜଣେ ମୁଖ୍ୟ ନେତା ଥିଲେ।

Gade chapit la Kopi




ଯୋହନ 3:1
5 Referans Kwoze  

ଯେଉଁ ନୀକଦୀମ ପ୍ରଥମେ ରାତ୍ରିକାଳରେ ତାହାଙ୍କ ନିକଟକୁ ଆସିଥିଲେ, ସେ ମଧ୍ୟ ପ୍ରାୟ ପଚାଶ ସେର ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ?


ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,


ପୁଣି, ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାନ୍ତି। ଏ ଯେ ଖ୍ରୀଷ୍ଟ, ଏହା କଅଣ ନେତାମାନେ ସତେ ଜାଣି ସାରିଲେଣି?


Swiv nou:

Piblisite


Piblisite