ଯୋହନ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ। Gade chapit laଓଡିଆ ବାଇବେଲ11 ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ । Gade chapit laପବିତ୍ର ବାଇବଲ (CL) NT (BSI)11 ସତ୍ୟ ସତ୍ୟ ମୁଁ କହୁଅଛି, ଆମେ ଯାହା ଜାଣୁ, ତାହା କହୁ, ଯାହା ଦେଖିଛୁ, ତା’ର ସାକ୍ଷ୍ୟ ଦେଉ; ତଥାପି ତୁମେ କେହି ବିଶ୍ୱାସ କରୁ ନାହିଁ। Gade chapit laପବିତ୍ର ବାଇବଲ11 ମୁଁ ତୁମ୍ଭକୁ ସତ୍ୟ କହୁଛି, ଆମ୍ଭେ ଯାହାସବୁ ଜାଣୁ ତାହା ସବୁ କହୁଛୁ, ଆମ୍ଭେ ଯାହା ଦେଖିଛୁ ତାହା ତୁମ୍ଭକୁ କହୁଛୁ, କିନ୍ତୁ ଆମ୍ଭେ ତୁମ୍ଭମାନଙ୍କୁ ଯାହା କହୁଛୁ, ତୁମ୍ଭେମାନେ ତାହା ଗ୍ରହଣ କରୁ ନାହଁ। Gade chapit la |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।