ଯୋହନ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ଵର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ଵର୍ଗାରୋହଣ କରି ନାହିଁ। Gade chapit laଓଡିଆ ବାଇବେଲ13 ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)13 ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।” Gade chapit laପବିତ୍ର ବାଇବଲ13 ମନୁଷ୍ୟପୁତ୍ର କେବଳ ସେହି ଜଣେ ଯିଏ ସ୍ୱର୍ଗରୁ ଆସିଛନ୍ତି, ଓ ସେ ହିଁ ଏକମାତ୍ର ଯିଏ ସ୍ୱର୍ଗକୁ ଯାଇଛନ୍ତି। Gade chapit la |