ଯୋହନ 3:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ଵର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ଵାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ। Gade chapit laଓଡିଆ ବାଇବେଲ17 ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ । Gade chapit laପବିତ୍ର ବାଇବଲ (CL) NT (BSI)17 ଈଶ୍ୱର ତାଙ୍କ ପୁତ୍ରଙ୍କୁ ଜଗତର ବିଚାରକର୍ତ୍ତା ରୂପେ ପଠାଇ ନାହାନ୍ତି, କିନ୍ତୁ ଜଗତର ତ୍ରାଣକର୍ତ୍ତା ସ୍ୱରୂପେ ପଠାଇଛନ୍ତି। Gade chapit laପବିତ୍ର ବାଇବଲ17 ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଗ୍ଭର କରିବା ପାଇଁ ପଠାଇ ନ ଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ୱାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ। Gade chapit la |