ଯୋହନ 3:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)20 କାରଣ ଯେକେହି କୁକର୍ମ କରେ, ଯେ ଜ୍ୟୋତିଃକି ଘୃଣା କରେ, ପୁଣି କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ। Gade chapit laଓଡିଆ ବାଇବେଲ20 କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)20 ଦୁଷ୍କର୍ମକାରୀ ଆଲୋକକୁ ଘୃଣା କରେ। ତା’ର ଦୁଷ୍କର୍ମଗୁଡ଼ିକ ପ୍ରକାଶ ପାଇଯିବା ଭୟରେ ସେ ଅଲୋକକୁ ଆସେ ନାହିଁ। Gade chapit laପବିତ୍ର ବାଇବଲ20 ମନ୍ଦକାର୍ଯ୍ୟ କରୁଥିବା ପ୍ରତ୍ୟେକ ଲୋକ ଆଲୋକକୁ ଘୃଣା କରେ। ସେ କେବେ ଆଲୋକକୁ ଆସିବ ନାହିଁ କାରଣ ଆଲୋକ ତା'ର କୃତ ସମସ୍ତ ମନ୍ଦକାର୍ଯ୍ୟ ଗୁଡ଼ିକୁ ଦେଖାଇ ଦେବ। Gade chapit la |