Biblia Todo Logo
Bib sou entènèt

- Piblisite -




ଯୋହନ 3:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ମୁଁ ଯେ ଖ୍ରୀଷ୍ଟ ନୁହେଁ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ମୁଁ ଯେ ଖ୍ରୀଷ୍ଟ ନୁହେ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ।

Gade chapit la Kopi

ଓଡିଆ ବାଇବେଲ

28 ମୁଁ ଯେ ଖ୍ରୀଷ୍ଟ ନୁହେଁ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ମୁଁ କହିଥିଲି, ‘ମୁଁ ମସୀହ ନୁହେଁ। ମୁଁ କେବଳ ତାଙ୍କର ଅଗ୍ରଦୂତ ସ୍ୱରୂପେ ପ୍ରେରିତ ହୋଇଛି।’

Gade chapit la Kopi

ପବିତ୍ର ବାଇବଲ

28 ତୁମ୍ଭେମାନେ ନିଜେ ମୋର କହିବା ଶୁଣିଛ ଯେ ‘ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ୟରେ ଈଶ୍ୱର ମୋତେ ପଠାଇଛନ୍ତି।’

Gade chapit la Kopi




ଯୋହନ 3:28
12 Referans Kwoze  

ସେ ସ୍ୱୀକାର କଲେ, ଅସ୍ୱୀକାର କଲେ ନାହିଁ; ସେ ସ୍ୱୀକାର କଲେ, ମୁଁ ଖ୍ରୀଷ୍ଟ ନୁହେଁ।


ସେ କହିଲେ, “ଯିଶାଇୟ ଭାବବାଦୀ ଯେପରି କହିଥିଲେ, ‘ମୁଁ ସେହି ପ୍ରକାର ମରୁପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।’”


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, “ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ‘ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।’”


ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?


ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;


ସେ ମୋʼ ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।


Swiv nou:

Piblisite


Piblisite