ଯୋହନ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ଵରଙ୍କ ରାଜ୍ୟ ଦେଖି ପାରେ ନାହିଁ। Gade chapit laଓଡିଆ ବାଇବେଲ3 ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟ ଦେଖି ପାରେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)3 ଯୀଶୁ ତାଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମକୁ କହୁଛି, ପୁନର୍ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟ ଦେଖି ପାରିବ ନାହିଁ।” Gade chapit laପବିତ୍ର ବାଇବଲ3 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ପ୍ରତ୍ୟେକ ବ୍ୟକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହେବା ଆବଶ୍ୟକ। ଯଦି କୌଣସି ଲୋକ ପୁନର୍ବାର ଜନ୍ମ ନ ହୁଏ, ତେବେ ସେ ଲୋକ ପରମେଶ୍ୱରଙ୍କର ରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ।” Gade chapit la |