ଯୋହନ 3:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ବର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)33 ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ଵର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି। Gade chapit laଓଡିଆ ବାଇବେଲ33 ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ୱର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି । Gade chapit laପବିତ୍ର ବାଇବଲ (CL) NT (BSI)33 ଯେ କେହି ତାଙ୍କ ବାର୍ତ୍ତା ଗ୍ରହଣ କରେ, ସେ ଈଶ୍ୱରଙ୍କୁ ସତ୍ୟର ସ୍ୱରୂପ ବୋଲି ସ୍ୱୀକାର କରେ। Gade chapit laପବିତ୍ର ବାଇବଲ33 ସେ କହୁଥିବା କଥା ଗୁଡ଼ିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ୱର ଯାହା କହନ୍ତି ତାହା ସତ୍ୟ। Gade chapit la |