Biblia Todo Logo
Bib sou entènèt

- Piblisite -




ଯୋହନ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ‘ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ’ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ସମସ୍ତଙ୍କୁ ଆଉ ଥରେ ଜନ୍ମ ହେବାକୁ ପଡ଼ିବ ବୋଲି ମୁଁ ଯାହା କହୁଛି, ଏଥିରେ ବିସ୍ମିତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ତେଣୁ ଆଶ୍ଚର୍ଯ୍ୟ ହୁଅ ନାହିଁ, କାରଣ ତୁମ୍ଭକୁ କହିଲି ଯେ, ‘ତୁମ୍ଭକୁ ନିଶ୍ଚୟ ପୁନର୍ବାର ଜନ୍ମ ହେବାକୁ ପଡ଼ିବ।’

Gade chapit la Kopi




ଯୋହନ 3:7
17 Referans Kwoze  

ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।”


କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ।


ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ୱାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ୱର୍ଗୀୟ ବିଷୟ କହିଲେ କିପରି ବିଶ୍ୱାସ କରିବ?


ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?


ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି,


ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା।


ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ପବିତ୍ର ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।”


Swiv nou:

Piblisite


Piblisite