ଯୋହନ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି? Gade chapit laପବିତ୍ର ବାଇବଲ (Re-edited) - (BSI)11 ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ, ପୁଣି କୂଅ ତ ଗହୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି? Gade chapit laଓଡିଆ ବାଇବେଲ11 ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି ? Gade chapit laପବିତ୍ର ବାଇବଲ (CL) NT (BSI)11 ସ୍ତ୍ରୀ ଲୋକଟି କହିଲା, “ଆଜ୍ଞା, ଆପଣଙ୍କ ପାଖରେ ତ ପାଣି କାଢ଼ିବା ପାଇର୍ ପାତ୍ର ନାହିଁ, ପୁଣି ଏ କୂଅ ବଡ଼ ଗଭୀର। କେଉଁଠାରୁ ଆପଣ ସେହି ଜଳ ପାଇବେ? Gade chapit laପବିତ୍ର ବାଇବଲ11 ସେହି ସ୍ତ୍ରୀଲୋକଟି କହିଲା, “ମହାଶୟ, ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇବେ? କୂଅତ ଅତି ଗଭୀର ଓ ପାଣି କାଢ଼ିବା ପାଇଁ ଆପଣଙ୍କ ପାଖରେ କିଛି ନାହିଁ। Gade chapit la |