ଯୋହନ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭ ସ୍ୱାମୀକୁ ଡାକି ଏଠାକୁ ଆସ।” Gade chapit laପବିତ୍ର ବାଇବଲ (Re-edited) - (BSI)16 ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ଵାମୀକି ଡାକି ଏଠାକୁ ଆସ। Gade chapit laଓଡିଆ ବାଇବେଲ16 ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ୱାମୀକୁ ଡାକି ଏଠାକୁ ଆସ । Gade chapit laପବିତ୍ର ବାଇବଲ (CL) NT (BSI)16 ଯୀଶୁ ତାକୁ କହିଲେ: “ଯାଅ, ତୁମ ସ୍ୱାମୀଙ୍କୁ ଡାକି ଆଣ।” Gade chapit laପବିତ୍ର ବାଇବଲ16 ଯୀଶୁ ତାକୁ କହିଲେ, “ଯାଅ, ତୁମ୍ଭ ସ୍ୱାମୀଙ୍କୁ ଡାକି ଏଠାକୁ ଆସ।” Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।