ଯୋହନ 4:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ଈଶ୍ବର ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)23 କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହିପ୍ରକାର ଉପାସକ ଚାହାନ୍ତି। Gade chapit laଓଡିଆ ବାଇବେଲ23 କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାଁନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)23 ସମୟ ଆସୁଛି ଓ ସେ ସମୟ ଆସିଗଲାଣି, ଯେତେବେଳେ ସ୍ୱୟଂ ପବିତ୍ରଆତ୍ମାଙ୍କ ଶକ୍ତିରେ ଲୋକେ ପିତା ଈଶ୍ୱରଙ୍କ ସ୍ପଷ୍ଟ ପରିଚୟ ପାଇବେ। ସେତେବେଳେ ସେମାନେ ତାଙ୍କୁ ଯଥାର୍ଥ ଭାବରେ ଅନ୍ତରାତ୍ମା ସହ ଆରାଧନା କରିବେ। ଏହିପରି ଉପାସନା ସେ ଚାହାଁନ୍ତି। Gade chapit laପବିତ୍ର ବାଇବଲ23 ଏପରି ସମୟ ଆସୁଛି, ଯେତେବେଳେ ପ୍ରକୃତ ଉପାସକମାନେ ପରମପିତାଙ୍କୁ ଆତ୍ମା ଓ ସତ୍ୟରେ ଉପାସନା କରିବେ। ସେହି ସମୟ ବର୍ତ୍ତମାନ ଉପସ୍ଥିତ। ସେହିଭଳି ଲୋକମାନଙ୍କୁ, ପରମପିତା ନିଜର ଉପାସକ ରୂପେ ଗ୍ରହଣ କରିବାକୁ ଗ୍ଭହାନ୍ତି। Gade chapit la |