ଯୋହନ 4:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଈଶ୍ବର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ।” Gade chapit laପବିତ୍ର ବାଇବଲ (Re-edited) - (BSI)24 ଈଶ୍ଵର ଆତ୍ମା, ପୁଣି ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ଆତ୍ମାରେ ଓ ସତ୍ୟରେ ଉପାସନା କରିବା ସେମାନଙ୍କର ଉଚିତ। Gade chapit laଓଡିଆ ବାଇବେଲ24 ଈଶ୍ୱର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ । Gade chapit laପବିତ୍ର ବାଇବଲ (CL) NT (BSI)24 ଈଶ୍ୱର ହିଁ ପରମାତ୍ମା। ସତ୍ୟ ଓ ଆତ୍ମାରେ ପୂର୍ଣ୍ଣ ହୋଇ ଉପାସକମାନେ ତାଙ୍କର ଉପାସନା କରିବା ଉଚିତ।” Gade chapit laପବିତ୍ର ବାଇବଲ24 ପରମେଶ୍ୱର ହିଁ ଆତ୍ମା। ତେଣୁ ପରମେଶ୍ୱରଙ୍କ ଉପାସନା କରୁଥିବା ଲୋକମାନେ ଆତ୍ମା ଓ ସତ୍ୟ ସହିତ ତାହାଙ୍କର ଉପାସନା କରିବା ଉଚିତ୍।” Gade chapit la |