ଯୋହନ 4:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ। Gade chapit laଓଡିଆ ବାଇବେଲ25 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ । Gade chapit laପବିତ୍ର ବାଇବଲ (CL) NT (BSI)25 ସ୍ତ୍ରୀ ଲୋକଟି କହିଲା, “ମୁଁ ଜାଣେ, ମସୀହ ଆସିବେ। ସେତେବେଳେ ସେ ଆମକୁ ସବୁ ବିଷୟ ବୁଝାଇ ଦେବେ।” Gade chapit laପବିତ୍ର ବାଇବଲ25 ସେହି ସ୍ତ୍ରୀଲୋକଟି କହିଲା, “ମୁଁ ଜାଣେ ଯେ ମଶୀହ ଆସୁଛନ୍ତି।” “ଯେତେବେଳେ ମଶୀହ ଆସିବେ, ସେତେବେଳେ ସେ ଆମ୍ଭମାନଙ୍କୁ ସବୁ କଥା ବୁଝାଇ ଦେବେ।” Gade chapit la |