Biblia Todo Logo
Bib sou entènèt

- Piblisite -




ଯୋହନ 4:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କଅଣ ଚାହାନ୍ତି, କିମ୍ବା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କଅଣ ଚାହାନ୍ତି, କିମ୍ଵା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

27 ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କ'ଣ ଚାହାଁନ୍ତି, କିମ୍ବା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ଏହି ସମୟରେ ଶିଷ୍ୟମାନେ ସେଠାକୁ ଫେରି ଆସି ଯୀଶୁ ଗୋଟିଏ ସ୍ତ୍ରୀ ଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ବିସ୍ମିତ ହେଲେ। କିନ୍ତୁ “ତୁମେ କଅଣ ଚାହଁ” ବୋଲି କେହି ତାକୁ ପଚାରିଲେ ନାହିଁ, କିମ୍ବା “ତା’ ସହିତ କାହିଁକି ଆଳାପ କରୁଥିଲେ” ବୋଲି ଯୀଶୁଙ୍କୁ ମଧ୍ୟ ପଚାରିବାକୁ ସାହାସ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

27 ସେହି ସମୟରେ ଯୀଶୁଙ୍କର ଶିଷ୍ୟମାନେ ନଗରରୁ ଫେରିଲେ। ସେମାନେ ଯୀଶୁଙ୍କୁ ଗୋଟିଏ ସ୍ତ୍ରୀଲୋକ ସହିତ କଥା ହେବା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। କିନ୍ତୁ କେହି ତାହାଙ୍କୁ ଏପରି କିଛି ପ୍ରଶ୍ନ ପଗ୍ଭରିଲେ ନାହିଁ, “ତୁମ୍ଭେ କ'ଣ ଗ୍ଭହଁ?” କିମ୍ବା “ତୁମ୍ଭେ କାହିଁକି ତା’ ସହିତ କଥାବାର୍ତ୍ତା ହେଉଛ?”

Gade chapit la Kopi




ଯୋହନ 4:27
4 Referans Kwoze  

ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍‍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା।


ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।


ସେଥିରେ ସେହି ସ୍ତ୍ରୀ ଆପଣା ଜାହାଲା ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ,


Swiv nou:

Piblisite


Piblisite