Biblia Todo Logo
Bib sou entènèt

- Piblisite -




ଯୋହନ 4:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେଥିରେ ସେହି ସ୍ତ୍ରୀ ଆପଣା ଜାହାଲା ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ସେଥିରେ ସେହି ସ୍ତ୍ରୀ ଆପଣା ଜଳପାତ୍ର ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ,

Gade chapit la Kopi

ଓଡିଆ ବାଇବେଲ

28 ସେଥିରେ ସେହି ସ୍ତ୍ରୀ ଆପଣା ଜଳପାତ୍ର ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଏହାପରେ ସେହି ସ୍ତ୍ରୀ ଲୋକଟି ସେଠାରେ ତା’ର ଜଳପାତ୍ର ଛାଡ଼ି ଦେଇ ସହର ଭିତରକୁ ଯାଇ ଲୋକମାନଙ୍କୁ କହିଲା,

Gade chapit la Kopi

ପବିତ୍ର ବାଇବଲ

28 ତା'ପରେ ସେ ସ୍ତ୍ରୀଲୋକ ତା କଳସୀ ପାଣି ଛାଡ଼ି ନଗରକୁ ଗ୍ଭଲିଗଲା। ସେଠାରେ ପହଞ୍ଚି ସେ ଲୋକମାନଙ୍କୁ କହିଲା,

Gade chapit la Kopi




ଯୋହନ 4:28
8 Referans Kwoze  

ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା। ଯୀଶୁ ତାହାକୁ କହିଲେ, “ମୋତେ ପିଇବାକୁ ଦିଅ।”


ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମ ସହରକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶ ଶିଷ୍ୟମାନଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;


ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ।


ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ।


ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କଅଣ ଚାହାନ୍ତି, କିମ୍ବା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ।


ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା?


ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”


Swiv nou:

Piblisite


Piblisite