ଯୋହନ 4:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା? Gade chapit laପବିତ୍ର ବାଇବଲ (Re-edited) - (BSI)29 ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା? Gade chapit laଓଡିଆ ବାଇବେଲ29 ମୁଁ ଯାହା ଯାହା କରିଅଛି, ସେହି ସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା ? Gade chapit laପବିତ୍ର ବାଇବଲ (CL) NT (BSI)29 “ଜଣେ ଲୋକଙ୍କୁ ଦେଖିବ ଆସ। ମୁଁ ଜୀବନରେ ଯାହା କରିଛି, ସେ ମୋତେ ସବୁ କହି ଦେଇଛନ୍ତି। ଏ ମସୀହ ହୋଇଥିବେ ପରା!” Gade chapit laପବିତ୍ର ବାଇବଲ29 “ମୁଁ ଯାହାକିଛି କରିଛି, ପ୍ରତ୍ୟେକ କଥା ମୋତେ ଜଣେ ଲୋକ କହିଦେଲେ। ତୁମ୍ଭେ ସେହି ଲୋକକୁ ଦେଖିବ ଆସ। ସେ ବୋଧେ ଖ୍ରୀଷ୍ଟ ହୋଇ ପାରନ୍ତି।” Gade chapit la |