ଯୋହନ 4:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)31 ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରିବା ହେଉନ୍ତୁ। Gade chapit laଓଡିଆ ବାଇବେଲ31 ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରିବା ହେଉନ୍ତୁ । Gade chapit laପବିତ୍ର ବାଇବଲ (CL) NT (BSI)31 ଇତି ମଧ୍ୟରେ ଶିଷ୍ୟମାନେ ଯୀଶୁଙ୍କୁ କିଛି ଖାଇବା ପାଇଁ ଅନୁରୋଧ କଲେ। Gade chapit laପବିତ୍ର ବାଇବଲ31 ସ୍ତ୍ରୀଲୋକଟି ନଗରରେ ଥିବା ସମୟରେ, ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କଲେ, “ଗୁରୁ କିଛି ଭୋଜନ କରନ୍ତୁ।” Gade chapit la |