ଯୋହନ 4:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)34 ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ। Gade chapit laଓଡିଆ ବାଇବେଲ34 ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ । Gade chapit laପବିତ୍ର ବାଇବଲ (CL) NT (BSI)34 ଯୀଶୁ କହିଲେ, “ମୋର ପ୍ରେରଣକର୍ତ୍ତାଙ୍କ ଇଚ୍ଛାର ବାଧ୍ୟ ହୋଇ ତାଙ୍କ ଦେଇଥିବା କାର୍ଯ୍ୟ ସାଧନ କରିବା ହିଁ ମୋର ଖାଦ୍ୟ। Gade chapit laପବିତ୍ର ବାଇବଲ34 ଯୀଶୁ କହିଲେ, “ଯେଉଁ ପରମେଶ୍ୱର ମୋତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ଯ୍ୟ ପୂର୍ଣ୍ଣ କରିବା ହେଉଛି ମୋର ଆହାର। Gade chapit la |