ଯୋହନ 4:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହିସବୁ କଟାଯିବା ନିମନ୍ତେ ପାଚିଗଲାଣି। Gade chapit laପବିତ୍ର ବାଇବଲ (Re-edited) - (BSI)35 ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହିସବୁ କଟାଯିବା ନିମନ୍ତେ ପାଚିଗଲାଣି। Gade chapit laଓଡିଆ ବାଇବେଲ35 ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହି ସବୁ କଟାଯିବା ନିମନ୍ତେ ପାଚିଗଲାଣି । Gade chapit laପବିତ୍ର ବାଇବଲ (CL) NT (BSI)35 ତୁମ୍ଭେମାନେ କହିଥାଅ, ‘ଆଉ ଚାରି ମାସ ପରେ ଫସଲ କାଟିବାର ସମୟ ଆସିବ’। କିନ୍ତୁ ମୁଁ କହୁଛି, କ୍ଷେତଗୁଡ଼ିକୁ ଭଲ କରି ଚାହିଁ ଦେଖ। ବର୍ତ୍ତମାନ ଶସ୍ୟ ସବୁ ପାଚି ଯାଇଛି ଓ ଅମଳ ପାଇଁ ଉପଯୁକ୍ତ ହୋଇ ସାରିଛି। Gade chapit laପବିତ୍ର ବାଇବଲ35 ତୁମ୍ଭେମାନେ ଯେତେବେଳେ କିଛି ରୋପଣ କର ସେତେବେଳେ ତୁମ୍ଭେ ସର୍ବଦା କୁହ, ‘ଶସ୍ୟ କଟା ହେବା ପାଇଁ ଆହୁରି ଗ୍ଭରି ମାସ ବାକି ଅଛି।’ କିନ୍ତୁ ମୁଁ ତୁମ୍ଭକୁ କହୁଛି, ତୁମ୍ଭମାନଙ୍କର ଆଖି ଖୋଲ। ଲୋକମାନଙ୍କୁ ଦେଖ। ସେମାନେ ଅମଳ ପାଇଁ ପ୍ରସ୍ତୁତ କ୍ଷେତ୍ରତୁଲ୍ୟ ଅଟନ୍ତି। Gade chapit la |