Biblia Todo Logo
Bib sou entènèt

- Piblisite -




ଯୋହନ 4:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ବନ୍ଧରେ ସତ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ଵନ୍ଧରେ ସତ୍ୟ।

Gade chapit la Kopi

ଓଡିଆ ବାଇବେଲ

37 କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ବନ୍ଧରେ ସତ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 ଏ କଥା ମଧ୍ୟ ଏଠାରେ ସଫଳ ହେବ।

Gade chapit la Kopi

ପବିତ୍ର ବାଇବଲ

37 କଥାରେ ଅଛି, ‘ଜଣେ ଲୋକ ବୁଣେ ଏବଂ ଅନ୍ୟ ଜଣେ ଫସଲ କାଟେ’, ଏହି ଉକ୍ତିଟି ସତ୍ୟ।

Gade chapit la Kopi




ଯୋହନ 4:37
7 Referans Kwoze  

ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।


ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ।


କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି।


ତହୁଁ ଏହିପରି ହେଲା ଯେ, ଇସ୍ରାଏଲୀୟମାନେ ବୀଜ ବୁଣିଲେ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସନ୍ତି; ସେମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସି


ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି।


ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ।”


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼ ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ‍ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।


Swiv nou:

Piblisite


Piblisite