ଯୋହନ 4:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ।” Gade chapit laପବିତ୍ର ବାଇବଲ (Re-edited) - (BSI)38 ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ। Gade chapit laଓଡିଆ ବାଇବେଲ38 ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ । Gade chapit laପବିତ୍ର ବାଇବଲ (CL) NT (BSI)38 ତୁମେ ଯେଉଁ କ୍ଷେତରେ କାର୍ଯ୍ୟ କରି ନାହଁ, ସେଠାରେ ଅମଳ କରିବା ପାଇଁ ତୁମକୁ ମୁଁ ପଠାଇଛି। ଅନ୍ୟମାନେ ସେଠି ପରିଶ୍ରମ କରିଛନ୍ତି, କିନ୍ତୁ ତୁମେ ଲାଭବାନ ହେବ।” Gade chapit laପବିତ୍ର ବାଇବଲ38 ତୁମ୍ଭେ ଯାହା ବୁଣି ନ ଥିଲ ତାହା କାଟିବା ପାଇଁ ମୁଁ ତୁମ୍ଭକୁ ପଠାଇଥିଲି ଅନ୍ୟ ଲୋକମାନେ କାମ କଲେ, ଆଉ ତୁମ୍ଭେମାନେ ସେମାନଙ୍କ କାମରୁ ଲାଭ ପାଇଲ।” Gade chapit la |