ଯୋହନ 4:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)39 ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ଵାସ କଲେ। Gade chapit laଓଡିଆ ବାଇବେଲ39 ମୁଁ ଯାହା ଯାହା କରିଅଛି, ସେହି ସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ । Gade chapit laପବିତ୍ର ବାଇବଲ (CL) NT (BSI)39 ସେହି ସହରର ଅନେକ ଶମିରୋଣୀୟ ଯୀଶୁଙ୍କୁ ବିଶ୍ୱାସ କଲେ, କାରଣ ସ୍ତ୍ରୀ ଲୋକଟି ସେମାନଙ୍କୁ କହିଥିଲା, “ଅତୀତରେ ମୁଁ ଯାହାସବୁ କରିଛି, ସେସବୁ କଥା ସେ ମୋତେ କହିଦେଲେ।” Gade chapit laପବିତ୍ର ବାଇବଲ39 ସେ ସହରର ଶମିରୋଣୀୟମାନଙ୍କ ଭିତରୁ ଅନେକ ଯୀଶୁଙ୍କୁ ବିଶ୍ୱାସ କଲେ। ସେ ସ୍ତ୍ରୀଲୋକ ଯୀଶୁଙ୍କ ବିଷୟରେ ଯାହା କହିଥିଲା ସେଥିପାଇଁ ସେମାନେ ବିଶ୍ୱାସ କଲେ। ସେ ସେମାନଙ୍କୁ କହିଲା, “ଯୀଶୁ ମୋତେ ମୁଁ କରିଥିବା ପ୍ରତ୍ୟେକ ଘଟଣାମାନ କହିଲେ।” Gade chapit la |