Biblia Todo Logo
Bib sou entènèt

- Piblisite -




ଯୋହନ 4:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ।

Gade chapit la Kopi

ଓଡିଆ ବାଇବେଲ

40 ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ଶମିରୋଣୀୟମାନେ ଯୀଶୁଙ୍କ ନିକଟକୁ ଆସି ସେମାନଙ୍କ ସହିତ ଆଉ କିଛି ଦିନ ରହିବା ପାଇଁ ତାଙ୍କୁ ଅନୁରୋଧ କଲେ। ଯୀଶୁ ସେମାନଙ୍କ ସହିତ ଆଉ ଦୁଇ ଦିନ ରହିଲେ।

Gade chapit la Kopi

ପବିତ୍ର ବାଇବଲ

40 ଶମିରୋଣୀୟମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ତାହାଙ୍କୁ ସେମାନଙ୍କ ସହିତ କିଛି ଦିନ ରହିବା ପାଇଁ ଅନୁରୋଧ କଲେ। ତେଣୁ ଯୀଶୁ ସେଠାରେ ଦୁଇ ଦିନ ରହିଲେ।

Gade chapit la Kopi




ଯୋହନ 4:40
15 Referans Kwoze  

ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋହର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ।


ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।


କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ।


କିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରିଯାଇଥିଲେ, ସେ ଯୀଶୁଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା;


ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?


ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋʼ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।


ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ିଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।


ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼, କାରଣ ପ୍ରଭାତ ହେଲା।” ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”


ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।


ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ।


ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ୱାସ କଲେ।


ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକୁ ଗଲେ।


ସେଥିରେ ସେ ନଗରରେ ମହା ଆନନ୍ଦ ହେଲା।


Swiv nou:

Piblisite


Piblisite