Biblia Todo Logo
Bib sou entènèt

- Piblisite -




ଯୋହନ 4:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକି ଗଲେ।

Gade chapit la Kopi

ଓଡିଆ ବାଇବେଲ

43 ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକୁ ଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 ସେଠାରେ ଦୁଇ ଦିନ ରହି ଯୀଶୁ ଗାଲିଲୀକୁ ପ୍ରସ୍ଥାନ କଲେ।

Gade chapit la Kopi

ପବିତ୍ର ବାଇବଲ

43 ସେଠାରେ ଦୁଇ ଦିନ ରହିବା ପରେ ଯୀଶୁ ଗାଲିଲୀକୁ ଯାତ୍ରା କଲେ।

Gade chapit la Kopi




ଯୋହନ 4:43
8 Referans Kwoze  

କାରଣ ମୁଁ କହେ, ଖ୍ରୀଷ୍ଟ, ଈଶ୍ବରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,


ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ।


ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,


ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାହାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା।


ସେ ତାହାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅର୍ଥାତ୍‍ ପିତର) ନାମରେ ଖ୍ୟାତ ହେବ।”


କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ।


Swiv nou:

Piblisite


Piblisite