ଯୋହନ 4:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ପୁଣି, ସେ ଗାଲିଲୀକୁ ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମ ସହରରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)45 ପୁଣି, ସେ ଗାଲିଲୀକି ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ। Gade chapit laଓଡିଆ ବାଇବେଲ45 ପୁଣି, ସେ ଗାଲିଲୀକୁ ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମରେ ଯାହା ଯାହା କରିଥିଲେ, ସେହି ସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)45 ଗାଲିଲୀର ଲୋକମାନେ ଯୀଶୁଙ୍କୁ ସ୍ୱାଗତ କଲେ, କାରଣ ନିସ୍ତାର ପର୍ବବେଳେ ଯିରୂଶାଲମରେ ଯୀଶୁ କରିଥିବା କାର୍ଯ୍ୟ ସବୁ ସେମାନେ ଦେଖିଥିଲେ। Gade chapit laପବିତ୍ର ବାଇବଲ45 ପୁଣି ଯୀଶୁ ଯେତେବେଳେ ଗାଲିଲୀରେ ପହଞ୍ଚିଲେ, ସେଠାରେ ଲୋକେ ତାହାଙ୍କୁ ସ୍ୱାଗତ କଲେ। ପୂର୍ବରୁ ଯିରୁଶାଲମରେ ନିସ୍ତାରପର୍ବ ବେଳେ ସେମାନେ ତାହାଙ୍କର କାର୍ଯ୍ୟ ସବୁ ଦେଖିଥିଲେ। ସେହି ଲୋକମାନେ ପର୍ବ ସମୟରେ ମଧ୍ୟ ଉପସ୍ଥିତ ଥିଲେ। Gade chapit la |