Biblia Todo Logo
Bib sou entènèt

- Piblisite -




ଯୋହନ 4:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାହାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା।

Gade chapit la Kopi

ଓଡିଆ ବାଇବେଲ

46 ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ । ଆଉ ଜଣେ ରାଜକର୍ମଚାରୀ ଥିଲେ, ତାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 ତା’ପରେ ଯୀଶୁ ଗାଲିଲୀର କାନ୍ନା ସହରକୁ ଫେରିଗଲେ। ସେଠାରେ ସେ ଜଳକୁ ଦ୍ରାକ୍ଷାରସରେ ପରିଣତ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

46 ଯୀଶୁ ଗାଲୀଲର କାନ୍ନା ନଗରକୁ ପୁଣି ଥରେ ଗଲେ। କାନ୍ନାରେ ସେ ଜଳକୁ ଦ୍ରାକ୍ଷାରସରେ ପରିଣତ କରିଥିଲେ। ରାଜାଙ୍କର ଜଣେ ମୁଖ୍ୟକର୍ମଗ୍ଭରୀ କଫର୍ନାହୂମ ନଗରରେ ବାସ କରୁଥିଲେ। ଏହି ବ୍ୟକ୍ତିଙ୍କର ପୁତ୍ର ଅସୁସ୍ଥ ଥିଲା।

Gade chapit la Kopi




ଯୋହନ 4:46
14 Referans Kwoze  

କାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା। କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।


ସେ ସମୟରେ ଜଣେ ଶତ-ସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ।


ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ, ମୋହର ଝିଅଟି ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି।


ଯୀଶୁ ସେମାନଙ୍କୁ ଏହିସବୁ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ, ମୋହର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ।


ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।


ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”


ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ।


ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।


ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା;


ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,


ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ‘ହେ ବୈଦ୍ୟ, ନିଜେ ନିଜକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର।’”


ଏଥିଉତ୍ତାରେ ସେ ଆପଣା ମାତା, ଭାଇବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ।


Swiv nou:

Piblisite


Piblisite