Biblia Todo Logo
Bib sou entènèt

- Piblisite -




ଯୋହନ 4:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ।

Gade chapit la Kopi

ଓଡିଆ ବାଇବେଲ

49 ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

49 ସେହି କର୍ମଚାରୀ କହିଲେ, “ଆଜ୍ଞା, ମୋ’ ପୁଅ ମରିବା ପୂର୍ବରୁ ମୋ’ ସଙ୍ଗରେ ଆସନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

49 ରାଜକର୍ମଗ୍ଭରୀଜଣକ କହିଲେ, “ମହାଶୟ, ମୋ’ ପୁତ୍ର ମରିବା ପୂର୍ବରୁ ଆପଣ ମୋ’ ଘରକୁ ଆସନ୍ତୁ।”

Gade chapit la Kopi




ଯୋହନ 4:49
6 Referans Kwoze  

ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ।


ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋʼ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ।


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ।”


ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭର ପୁଅ ବଞ୍ଚିବ।” ଯୀଶୁ ସେହି ବ୍ୟକ୍ତିଙ୍କୁ ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ୱାସ କରି ଚାଲିଗଲେ।


Swiv nou:

Piblisite


Piblisite